ଚଳିତ ମାସରେ ନୂଆ ଅବକାରୀ ନୀତି ଆଣିବେ ରାଜ୍ୟ ସରକାର

ଦିନେ ଦୁଇ ଦିନ ଭିତରେ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା ହେବ, ସମସ୍ତ ପ୍ରସ୍ତୁତି ଆରମ୍ଭ କରି ହୋଇଛି କହିଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।

ନୂଆ ନୀତିରେ ଚୋରା ମାଦକ ଦ୍ରବ୍ୟ ବିକ୍ରି ଉପରେ ରୋକ୍‌ ଲଗାଯିବ, ଚଢ଼ାଉ ଜୋରଦାର କରାଯାଇଛି, କଠୋର କାର୍ଯ୍ୟାନୁଷ୍ଠାନ ହେବ।ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରୁ ସଚେତନତା କାର୍ଯ୍ୟକ୍ରମ ହେବ କହିଛନ୍ତି ମନ୍ତ୍ରୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes