ଚାନ୍ଦବାଲିରୁ ଲଢ଼ିବେ ରାଜ୍ୟ ସଭାପତି ମନମୋହନ ସାମଲ, ପାଟଣାଗଡ଼ରୁ କନକ ବର୍ଦ୍ଧନ ସିଂହଦେଓ

ପଦ୍ମପୁରରୁ ଗୋବର୍ଦ୍ଧନ ଭୁଏ, ବିଜେପୁରରୁ ସନତ ଗଡ଼ତିଆ, ବରଗଡ଼ରୁ ଅଶ୍ବିନୀ ଷଡ଼ଙ୍ଗୀ, ଅତାବିରାରୁ ନିହାର ମହାନନ୍ଦ, ଭଟଲୀରୁ ଈରାଶିଷ ଆଚାର୍ଯ୍ୟ, ଝାରସୁଗୁଡ଼ାରୁ ଟଙ୍କଧର ତ୍ରିପାଠୀ ନିର୍ବାଚନ ଲଢ଼ିବେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes