ଚାନ୍ଦବାଲିରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ପ୍ରଚାର

ଓଡ଼ିଶାରେ ବି ମୋଦିଙ୍କ ସରକାର ବନାଇବାକୁ ପଡ଼ିବ, ୭୫ରୁ ଅଧିକ ସିଟ୍‌ ଜିତି ଡବଲ ଇଂଜିନ ସରକାର କରିବ ବିଜେପି କହିଛନ୍ତି ଶାହ।

୪ ଜୁନ୍‌ରେ ରେଜଲ୍ଟ ଆସିବ, ନବୀନ ବାବୁ ପୂର୍ବ ମୁଖ୍ୟମନ୍ତ୍ରୀ ବନିଯିବେ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ଜଗନ୍ନାଥଙ୍କ ଭକ୍ତ ହିଁ ହେବ କହିଲେ ଅମିତ ଶାହ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes