ଚାଲାଣ ସମୟରେ ବଜ୍ରକାପ୍ତା ଉଦ୍ଧାର: ୮ ଗିରଫ

ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ବନଖଣ୍ଡ ଓ ରାଇରଙ୍ଗପୁର ବନଖଣ୍ଡ ପକ୍ଷରୁ ମିଳିତ ଚଢଉ କରାଯାଇ ଏକ ବଜ୍ରକାପ୍ତା ଉଦ୍ଧାର କରାଯାଇଛି।

ଘଟଣାରେ ରାଇରଙ୍ଗପୁର ନିକଟରୁ ୮ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇ ସେମାନଙ୍କ ପାଖରୁ ଗୋଟିଏ ବୋଲୋରୋ ଗାଡ଼ି, ଗୋଟିଏ ସ୍କୁଟି ଓ ୮ଟି ମୋବାଇଲ ଫୋନ ଜବତ କରାଯାଇଛି।ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ବନଖଣ୍ଡ ଉପ ନିର୍ଦ୍ଦେଶକ ସମ୍ରାଟ ଗୌଡା ଏହି ସୂଚନା ଦେଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes