ଚାଷୀଙ୍କୁ ୮୦୦ ନୁହେଁ, ୭୩୧ ଟଙ୍କା ମିଳୁଛି

ଚାଷୀଙ୍କୁ ୮୦୦ ଟଙ୍କା ନୁହେଁ, ୭୩୧ ଟଙ୍କା ଇନ୍‌ପୁଟ୍‌ ସବ୍‌ସିଡି ମିଳୁଛି ନେଇ ରୋମାଞ୍ଚ ରଞ୍ଜନ ବିଶ୍ଵାଳଙ୍କ ପ୍ରଶ୍ନରେ ଯୋଗାଣ ମନ୍ତ୍ରୀ ଏହି ଉତ୍ତର ରଖିଛନ୍ତି।କେନ୍ଦ୍ର ୨୩୬୯ରେ ଧାନ କିଣୁଛି, ରାଜ୍ୟ ସରକାର ଦେଉଛନ୍ତି ୭୩୧ ଟଙ୍କା।ସ୍ପଷ୍ଟ କରୁଛି ସରକାର ୮୦୦ ବଦଳରେ ୭୩୧ ଟଙ୍କା ସବ୍‌ସିଡି ଦେଉଛନ୍ତି।ଯଦି ୮୦୦ ଟଙ୍କା ଦେଇଥାନ୍ତେ, ୩୧୬୯ ଟଙ୍କାରେ ଧାନ କିଣିଥାନ୍ତେ ସରକାର କହିଛନ୍ତି ମନ୍ତ୍ରୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes