ଚିକିତ୍ସା ଅବହେଳାରୁ ଗର୍ଭବତୀ ଆଶାକର୍ମୀଙ୍କ ମୃତ୍ୟୁ ଅଭିଯୋଗ

ପ୍ରସବ ବେଦନା ହେବାରୁ କାଲି ଗର୍ଭବତୀ ଆଶାକର୍ମୀଙ୍କୁ ଉମରକୋଟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ନବରଙ୍ଗପୁର ଚିକିତ୍ସାଳୟକୁ ସ୍ଥାନାନ୍ତର ବେଳେ ଅଧା ବାଟରେ ତାଙ୍କର ମୃତ୍ୟୁ ଘଟିଛି। କ୍ଷତିପୂରଣ ଦାବିରେ ଉମରକୋଟ ମେଡିଲାଲ ଛକରେ ମୃତଦେହ ରଖି ରାସ୍ତାରୋକ କରିଛନ୍ତି ପରିବାର ଲୋକ। ଫଳରେ ଉମରକୋଟ-ନବରଙ୍ଗପୁରକୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes