ଚିଲିକା ବିଧାୟକଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ସର୍ତ୍ତମୂଳକ ଜାମିନ

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ସୁପ୍ରିମକୋର୍ଟରୁ ସର୍ତ୍ତମୂଳକ ଜାମିନ ମିଳିଥିବା ନେଇ ଆଇନଜୀବୀ ମାନସ ଚାନ୍ଦ ସୂଚନା ଦେଇଛନ୍ତି।

ବିଧାୟକ ବର୍ଷେ ଯାଏଁ ନିର୍ବାଚନ ମଣ୍ଡଳୀକୁ ଯାଇ ପାରିବେ ନାହିଁ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes