ଛଅ ଜିଲ୍ଲାକୁ ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ

ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଜି ଓଡିଶାରେ ପ୍ରବେଶ କରିଥିବା ବେଳେ କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାକୁ ଏହା ସମ୍ପୂର୍ଣ୍ଣ ଭାବେ ଅଗ୍ରସର ହୋଇଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି l

ସେହିପରି ନୂଆପଡା, କଳାହାଣ୍ଡି ଓ ରାୟଗଡା ଜିଲ୍ଲାକୁ ମୌସୁମୀ ବାୟୁ ଆଂଶିକ ଅଗ୍ରସର ହୋଇଥିବା କୁହାଯାଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version