ଟିଟିଲାଗଡ଼ ସଇଁତଳା ଟିକ୍ରାପଡ଼ା ସରକାରୀ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ହେମାଞ୍ଜଳି ହୋତା ଦ୍ବିତୀୟ ଶ୍ରେଣୀ ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହୋଇଛନ୍ତି।
ଗତ ୩୧ ତାରିଖରେ ଛାତ୍ରଙ୍କୁ ନିସ୍ତୁକ ମାଡ଼ ମାରିଥିଲେ ପ୍ରଧାନ ଶିକ୍ଷୟିତ୍ରୀ।ଏନେଇ ଥାନା ଓ ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ ଛାତ୍ରଙ୍କ ବାପା।