ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ୱାଇଫାଇ ଓ ୧ ଜିବି ଡାଟା

ଶିକ୍ଷାର ଗୁଣାତ୍ମକ ମାନ ବୃଦ୍ଧି ପାଇଁ ବୈଷୟିକ ଶିକ୍ଷାନୁଷ୍ଠାନ, କଲେଜ, ୟୁନିଭର୍ସିଟିରେ ଛାତ୍ରଛାତ୍ରୀଙ୍କୁ ମାଗଣା ୱାଇଫାଇ ଓ ୧ ଜିବି ଡାଟା ମିଳିବ।

ଏନେଇ ଉଚ୍ଚ ଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ସୂଚନା ଦେଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version