ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ପୁରୀ ଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି।

ପିଜି ପ୍ରଥମ ବର୍ଷର ଛାତ୍ରୀ ଥିଲେ। ଛାତ୍ରୀଙ୍କ ଘର ବାଙ୍କୀ ବୋଲି ସୂଚନା ମିଳିଛି। ଘଟଣାସ୍ଥଳରେ ସି ବିଚ୍ ପୁଲିସ ପହଞ୍ଚିଛି।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version