ବାଲେଶ୍ବର ଏଫ୍ଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ନିଲମ୍ବିତ କଲେଜ ଅଧ୍ୟକ୍ଷ ଦିଲ୍ଲୀପ ଘୋଷ ସୁରକ୍ଷା ମାଗିଛନ୍ତି। ଜିଲ୍ଲାପାଳଙ୍କ ନିକଟରେ ସୁରକ୍ଷା ପାଇଁ ସେ ନିବେଦନ କଲେ। ତଦନ୍ତରେ ପୂର୍ଣ୍ଣ ସହଯୋଗ କରିବେ କହିଲେ ଦିଲ୍ଲୀପ ଘୋଷ।
କାଲିଠୁ ମୁଁ ଜିଲ୍ଲାପାଳ ଅଫିସ୍ରେ ରିପୋର୍ଟ କରିବି, ବଡ଼ ଘଟଣା, କାହାରି ମନରେ କଣ ଥିବ, ବିପଦ ଅଛି, ଯେହେତୁ ତଦନ୍ତ ଚାଲିଛି, ସେଥିପାଇଁ ସୁରକ୍ଷା ମାଗିଛି କହିଛନ୍ତି ନିଲମ୍ବିତ ଅଧ୍ୟକ୍ଷ।