ଜଖପୁରା ଟ୍ରେନ୍‌ ଦୁର୍ଘଟଣାରେ କେହି ମୃତାହତ ନାହାଁନ୍ତି

ପୂର୍ବତଟ ରେଳବାଇ ମୁଖ୍ୟ ଲୋକ ସଂପର୍କ ଅଧିକାରୀ ଏହି ସୂଚନା ଦେଇଛନ୍ତି। ଦୁର୍ଘଟଣାର କାରଣ ଖୋଜିବା ପାଇଁ ଘଟଣାସ୍ଥଳକୁ ବରିଷ୍ଠ ଅଧିକାରୀ ଅଛନ୍ତି। ସମସ୍ତ ଯାତ୍ରୀଙ୍କୁ ଗନ୍ତବ୍ୟସ୍ଥଳରେ ପହଞ୍ଚାଇବା ପାଇଁ ଯୋଜନା ହୋଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes