ଜଗତସିଂହପୁର ଆରଟିଓ ଟ୍ରାଫିକ୍ ଇନ୍ସପେକ୍ଟର ଗିରଫ

ଟ୍ରାଫିକ୍ ଇନ୍ସପେକ୍ଟର ପ୍ରଶାନ୍ତ ମହାପାତ୍ରଙ୍କୁ ଗିରଫ କଲା ଭିଜିଲାନ୍ସ। ଟ୍ରାଫିକ ଇନ୍ସପେକ୍ଟରଙ୍କ ଠାରୁ ମୋଟ୍ ୬.୭୯ ଲକ୍ଷ ଟଙ୍କା ଜବତ ହୋଇଛି।

କାଲି କଟକ ନିକଟ ବିରିବାଟୀ ତାରିଣୀ ଛକରୁ ୪.୩୪ ଲକ୍ଷ ଟଙ୍କା ସହ ଧରାପଡ଼ିଥିଲେ ଟ୍ରାଫିକ ଇନ୍ସପେକ୍ଟର। ସନ୍ତୋଷଜନକ ଉତ୍ତର ନ ଦେବାରୁ ଭୁବନେଶ୍ୱର ଘରେ ରେଡ୍‌ କରିଥିଲା ଭିଜିଲାନ୍ସ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes