ଜଙ୍ଗଲରୁ ପୁଣି ଏକ ଦନ୍ତାହାତୀର ମୃତଦେହ ଠାବ

ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଜଗନ୍ନାଥପ୍ରସାଦ ବନାଞ୍ଚଳ ଅଧୀନ ମାଣପୁର ଗାଁ ଜଙ୍ଗଲରୁ ଦନ୍ତାହାତୀର ମୃତଦେହ ଠାବ ହୋଇଛି।

ହାତୀ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ଘଟଣାସ୍ଥଳରେ ପହଞ୍ଚିଛି ବନ ବିଭାଗ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version