ଜଙ୍ଗଲରୁ ଯୁବକ, ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ମୟୂରଭଞ୍ଜ ଜିଲ୍ଲା ସଦର ଥାନା ଶିକାରଘାଟି ଗାଁ ଜଙ୍ଗଲରୁ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି।

ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ସାଇଣ୍ଟିଫିକ୍ ଟିମ୍ ଓ ପୁଲିସ ଘଟଣାର ତଦନ୍ତ କରୁଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes