ଜଟଣୀରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ

ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ ମହାଅଭିଯାନ ଶିବିରକୁ ଉଦ୍‌ଘାଟନ କଲେ। ଏହା ସହ ଜିଲ୍ଲା ଓ ବୁଥ୍‌ ସ୍ତରର କର୍ମୀଙ୍କ ସହ ଆଲୋଚନା କରୁଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଉପସ୍ଥିତ ଅଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes