ଜଟେସିଂହାରେ ହକି ରଥକୁ ସ୍ଵାଗତ ସମ୍ବର୍ଦ୍ଧନା

ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଜଟେସିଂହା ପଞ୍ଚାୟତ ପକ୍ଷରୁ ହକି ରଥକୁ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି।

ଏଥିରେ ବିଭିନ୍ନ ସରକାରୀ ଅଧିକାରୀ ଓ ସ୍କୁଲ ଛାତ୍ରଛାତ୍ରୀଙ୍କ ସହ ସ୍ଥାନୀୟ ଜନସାଧାରଣ ସାମିଲ ହୋଇଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version