ଜନତା ମୈଦାନରେ ‘EKTA’ର ଶୁଭାରମ୍ଭ କଲେ ମାଧୁରୀ ଦୀକ୍ଷିତ

ଜାତୀୟ ହସ୍ତତନ୍ତ ଦିବସରେ ଓଡ଼ିଶାରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ସ୍ବତନ୍ତ୍ର ଅତିଥି ଭାବେ ଯୋଗଦେଲେ ବଲିଉଡ୍ ଅଭିନେତ୍ରୀ ମାଧୁରୀ ଦୀକ୍ଷିତ।

ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସମବାୟ ଓ ହସ୍ତତନ୍ତ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ଉପସ୍ଥିତ ଅଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes