ଜଳବାୟୁ ପରିବର୍ତ୍ତନ ଓ ତାର ପ୍ରଭାବ ବିଷୟରେ କର୍ମଶାଳା

କେନ୍ଦୁଝର ଜିଲ୍ଲା ତେଲକୋଇ ବ୍ଲକ ଅନ୍ତର୍ଗତ ଟେମ୍ପଲେଇ ଗ୍ରାମରେ ଜଳବାୟୁ ପରିବର୍ତ୍ତନ ଓ ତାର ପ୍ରଭାବ ବିଷୟରେ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି।

କିର୍ତି ଅନୁଷ୍ଠାନର କାର୍ତ୍ତିକ ସାହୁ ସମସ୍ତଙ୍କୁ ସ୍ଵାଗତ କରିବା ସହ ପରିବେଶବିତ୍ ଡକ୍ଟର ବିମ୍ବାଧର ବେହେରା ଓ ନରେଶ ପଟ୍ଟନାୟକ ସମେତ ଜଳବାୟୁ ପରିବର୍ତ୍ତନ ଓ ତାର ପ୍ରଭାବ ବିଷୟରେ ଆଲୋଚନା କରିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes