ଜଳେଶ୍ୱରର ପୂର୍ବତନ ବିଧାୟକ ଜୟନାରାୟଣ ମହାନ୍ତିଙ୍କ ପରଲୋକ

ଭୁବନେଶ୍ୱର ଏମ୍‌ସରେ ୭୪ ବର୍ଷ ବୟସରେ ପରଲୋକ ଘଟିଥିବା ନେଇ ପୁଅ ଗଣମାଧ୍ୟମଙ୍କୁ ସୂଚନା ଦେଇଛନ୍ତି।

ସେ ଦୀର୍ଘ ଦିନ ହେଲା ବିଭିନ୍ନ ଜଟିଳ ରୋଗରେ ପୀଡ଼ିତ ଥିଲେ ଜଳେଶ୍ବରରୁ କ୍ରମାଗତ ୨ ଥର କଂଗ୍ରେସ ବିଧାୟକ ଥିଲେ ଜୟନାରାୟଣ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes