ଜଷ୍ଟିସ ଯଶୱନ୍ତ ସିଂହ ହେବେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି

ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ଯଶୱନ୍ତ ସିଂହ ।

ଏ ନେଇ ସୁପ୍ରିମକୋର୍ଟ କଲେଜିୟମ ସୁପାରିଶ କରିଛି। ଜଷ୍ଟିସ ସିଂହ ଏବେ ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଅଛନ୍ତି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes