ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ

ସୁବର୍ଣ୍ଣପୁର ଜିଲ୍ଲା ଶିଶୁ ସୁରକ୍ଷ୍ୟା ୟୁନିଟ ତରଫରୁ ଆଜି ସ୍ଥାନୀୟ ସଂସ୍କୃତି ଭବନ ଠାରେ ଜାତୀୟ କନ୍ୟା ସନ୍ତାନ ଦିବସ ପାଳନ କରାଯାଇଛି l

ମୁଖ୍ୟ ଅତିଥି ଭାବରେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଲିନା ପ୍ରଧାନ ଯୋଗ ଦେଇଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes