ଜାତୀୟ ଚଳଚ୍ଚିତ୍ର ପୁରସ୍କାର: ‘ପୁଷ୍କରା’ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ

ଶୁକ୍ରବାର ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା ହୋଇଥିବା ବେଳେ ‘ପୁଷ୍କରା’ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ଭାବେ ମନୋନୀତ ହୋଇଛି।

ଶୁଭ୍ରାଂଶୁ ଦାଶଙ୍କ ନିର୍ଦ୍ଦେଶିତ ‘ପୁଷ୍କରା’ର ମୁଖ୍ୟ ଚରିତ୍ରରେ ସବ୍ୟସାଚୀ ମିଶ୍ର ଅଭିନୟ କରିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes