ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

ବାରବାଟୀ ଷ୍ଟାଡିୟମରେ ଜାତୀୟ ପତାକା ଉତ୍ତୋଳନକରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆମ ସମ୍ବିଧାନ ଆମକୁ ଭାତୃଭାବରେ ବାନ୍ଧି ରଖିଛି।ମହାପୁରୁଷଙ୍କୁ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଉଛି। ବୀର ସଂଗ୍ରାମୀମାନଙ୍କୁ ମୋର ପ୍ରଣାମ ଜଣାଉଛି। ଦେଶ ସ୍ବାଧୀନ ପରେ ୨ଟି ଚ୍ୟାଲେଞ୍ଜର ସମ୍ମୁଖୀନ ହୋଇଥିଲା। ବିଭାଜନର ବିଭୀଷିକା ଓ ବିଧି ବ୍ୟବସ୍ଥାରେ ଦେଶକୁ କିପରି ଚଲାଇବା। ଦେଶକୁ ବିଧି ବ୍ୟବସ୍ଥାରେ ଚଲାଇବା ପାଇଁ ସମ୍ବିଧାନ ଲେଖାଗଲା। ସମ୍ବିଧାନ ପ୍ରତ୍ୟେକ ଭାରତୀୟଙ୍କ ଜୀବନର ମାନଦଣ୍ଡ। ଆଜି ମୋଦିଙ୍କ ନେତୃତ୍ବରେ ଦେଶ ଆଗକୁ ବଢୁଛି କହିଛନ୍ତି ମୁଖ୍ୟମନ୍ତ୍ରୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes