ଜାନୁଆରୀ ୨୦ ତାରିଖରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ଆରମ୍ଭ

ସମସ୍ତ ବ୍ୟବସ୍ଥା ସରିଥିବା କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।ଶୃଙ୍ଖଳିତ ଦର୍ଶନ ପାଇଁ ଧାଡ଼ି ଦର୍ଶନ ବ୍ୟବସ୍ଥା କରାଯିବ, ଆଉ ପରୀକ୍ଷାମୂଳକ ନୁହେଁ ସିଧାସଳଖ କାର୍ଯ୍ୟକାରୀ ହେବ କହିଛନ୍ତି ମନ୍ତ୍ରୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes