ଜିଏସଟି ସଂସ୍କାରରେ ଓଡ଼ିଶା ଲାଭାନ୍ବିତ ହେବ: ମୁଖ୍ୟମନ୍ତ୍ରୀ

ଦିଲ୍ଲୀ ଗସ୍ତରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ସୂଚନା ଦେଇଛନ୍ତି। ବିଶେଷ କରି ମଧ୍ୟବିତ୍ତ ଲୋକେ ଅଧିକ ଉପକୃତ ହେବେ, GST କ୍ଷେତ୍ରରେ ଐତିହାସିକ ପରିବର୍ତ୍ତନ ଆଣିଛନ୍ତି ମୋଦି ସରକାର।କେବଳ ୨ଟି ସ୍ଲାବ କାର୍ଯ୍ୟକାରୀ ଦ୍ବାରା ସମସ୍ତେ ଲାଭବାନ ହେବେ କହିଛନ୍ତି ମୁଖ୍ୟମନ୍ତ୍ରୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes