ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନବୀନଙ୍କ ଚିଠି

କେନ୍ଦୁଝର ଜିଲ୍ଲାର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କର ମଲ୍ଲିପୋସି ଶାଖା ସମ୍ପର୍କରେ ଲେଖିଛନ୍ତି ନବୀନ। ବ୍ୟାଙ୍କ ଅଧିକାରୀଙ୍କର ଦାୟିତ୍ୱବୋଧତାକୁ ଲୁଚେଇବା ପାଇଁ ଚେଷ୍ଟା କରାଯାଉଛି। ଏହି ଅଭାବନୀୟ ଘଟଣା ସମଗ୍ର ଓଡ଼ିଶାରେ ଜନଭାବନାକୁ ଆଘାତ ଦେଇଛି। ଏହି ଅଭାବନୀୟ ତ୍ରୁଟି ପାଇଁ କିଏ ଦାୟୀ ତୁରନ୍ତ ସ୍ଥିର କରାଯାଉ, ଏହା ଗ୍ରାମୀଣ ବ୍ୟାଙ୍କଗୁଡ଼ିକୁ ନାଗରିକ କୈନ୍ଦ୍ରିକ ସେବା ପ୍ରଦାନକୁ ସହଜ କରିବ, ଆପଣଙ୍କ ହସ୍ତକ୍ଷେପ ଦ୍ବାରା କୌଣସି ସ୍ଥାନରେ ଘଟଣାର ପୁନରାବୃତ୍ତି ହେବ ନାହିଁ। ନାଗରିକଙ୍କ ପ୍ରତି ଏପରି ଅମାନବୀୟ ବ୍ୟବହାର ଦେଶର ଅନ୍ୟ ସ୍ଥାନରେ ହେବନି କହିଛନ୍ତି ନବୀନ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes