ଜିଲ୍ଲାପରିଷଦ ଅଧ୍ୟକ୍ଷଙ୍କ ଦ୍ଵାରା ଅମୃତଧାରା ଲୋକାର୍ପିତ

କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଳକ ବଡ଼ କୁଟ୍ରୁର ବଜାର ଠାରେ ଆଜି ଜିଲ୍ଲାପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ ଙ୍କ ଦ୍ଵାରା ଅମୃତ ଧାରା ପ୍ରକଳ୍ପ ଲୋକାର୍ପିତ ହୋଇଯାଇଛି ।

ଏହା ଦ୍ବାରା ବଜାରକୁ ଆସୁଥିବା ସାଧାରଣ ଲୋକେ ବିଶୁଦ୍ଧ ପାନୀୟ ଜଳ ପାଇ ପାରିବେ ବୋଲି ଜଣାପଡିଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes