ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

ସୋନପୁର ଜିଲ୍ଲା ତରଭା ବ୍ଳକ ସଭାଗୃହ ଠାରେ ଜିଲ୍ଲାପାଳ ଅବୋଲି ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ମିଳିତ ଆନୁକୁଲ୍ୟରେ ଆଜି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଆୟୋଜନ ହୋଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version