ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ସଦର ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ସଂସ୍ଥାର ସମ୍ମିଳନୀ କକ୍ଷରେ ଆଜି ଜିଲ୍ଳାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା।

ଏଥିରେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ଆସିଥିବା ଅଭିଯୋଗର ଶୁଣାଣି କରିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes