ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ

ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳ ଆବୋଲି ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ କୁମାର ପଣ୍ଡାଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ତରଭା ବ୍ଲକ ସଭା ଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି ।

ଏଥିରେ ୭୫ଟି ଅଭିଯୋଗ ପଞ୍ଜୀକୃତ ହୋଇଥିବାବେଳେ ତନ୍ମଧ୍ୟରେ ୫୫ଟି ବ୍ୟକ୍ତିଗତ ଓ ୨୦ଟି ସମୂହ ଥିବା ଜଣାଯାଇଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes