ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହୋଇଯାଇଛି

ଜିଲ୍ଲାପାଳ ଶ୍ରୀଯୁକ୍ତ ବିମଳେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେଶ ପଣ୍ଡା ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୧୬ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes