ଜିଲ୍ଲାସ୍ତରରେ ସଡକ ସୁରକ୍ଷାକୁ ଅଧିକ ସୁଦୃଢ କରିବ ପୁଲିସ

ସଡ଼କ ଦୁର୍ଘଟଣା କମାଇବା, ଟ୍ରାଫିକ୍ ନିୟମର କଡ଼ା କାର୍ଯ୍ୟାନ୍ବୟନ
ଜାତୀୟ ରାଜପଥ ପାଟ୍ରୋଲିଂ, ସିସିଟିଭି ନିରୀକ୍ଷଣ, ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରିବେ ପୁଲିସ ଅଧିକାରୀ।

ଏକ ଉଚ୍ଚସ୍ତରୀୟ ବୈଠକରେ ଡିଜିପି ନିର୍ଦେଶ ଦେଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes