ଜିଲ୍ଲା କୃଷକ ସଂଗଠନର ଜରୁରୀ ବୈଠକ

ଆଜି ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକର ଧର୍ମଶାଳା ଆରଏମସି ପରିସରରେ ଜିଲ୍ଲା କୃଷକ ସଂଗଠନ ସଭାପତି ବୈକୁଣ୍ଠନାଥ ଶତପଥିଙ୍କ ସଭାପତିତ୍ବରେ ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଯାଇଛି ।

ଏଥିରେ ରବି ଧାନ ବିକ୍ରିରେ ଚାଷୀମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରାଯାଇ ଏ ନେଇ ଜିଲ୍ଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରିବାକୁ ସ୍ଥିର ହୋଇଥିଲା ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version