ଜିଲ୍ଲା ପ୍ରଶାସନ ଠାରେ ଅଭିଯୋଗ କଲା ସରପଞ୍ଚ ସଂଘ

ବିରମହାରାଜପୁର ବ୍ଲକ୍ ସରପଞ୍ଚ ସଂଘ ସଭାନେତ୍ରୀ ଶ୍ରୀୟା କର୍ମୀଙ୍କ ନେତୃତ୍ୱରେ ସରପଞ୍ଚମାନେ ଜିଲ୍ଲପାଳଙ୍କୁ ତାଙ୍କ କାର୍ଯ୍ୟାଳୟରେ ସାକ୍ଷାତ କରି ଗ୍ରାମ ପଞ୍ଚାୟତ ଉନ୍ନୟନ ପ୍ରକ୍ରିୟାରେ ପ୍ରଶାସନର ସହଯୋଗ କାମନା ଓ ଆଲୋଚନା କରିଥିଲେ।

ଆଲୋଚନାରେ ଅଂଶଗ୍ରହଣ କରି ସରପଞ୍ଚମାନେ ବିରମହାରାଜପୁର ବ୍ଲକ୍ରୁ ଦୁଇ ଜଣ କନିଷ୍ଠ ଯନ୍ତ୍ରୀ, ଜଣେ ସହକାରୀ ଯନ୍ତ୍ରୀଙ୍କୁ ଡେପୁଟେସନରେ ଅନ୍ୟତ୍ର ବଦଳି ଦାବି କରିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes