ଜିଲ୍ଲା ବିଜେପି ପକ୍ଷରୁ ବାଘାଜତିନ ଉଚ୍ଚ ବିଦ୍ୟାଳୟ ପରିଦର୍ଶନ

ବାଲେଶ୍ଵର ଜିଲ୍ଲା ବିଜେପିର ଏକ ପ୍ରତିନିଧି ଦଳ ଆଜି ସଦର ବ୍ଲକ୍ ଅନ୍ତର୍ଗତ ଓଡ଼ଙ୍ଗୀ ପଞ୍ଚାୟତର ବାଘାଜତିନ ଉଚ୍ଚ ବିଦ୍ୟାଳୟ ପରିଦର୍ଶନ କରି ପ୍ରଧାନ ଶିକ୍ଷକ ଓ ବିଦ୍ୟାଳୟ କମିଟି ସହ ବିଭିନ୍ନ ଉନ୍ନତି ମୂଳକ କାର୍ଯ୍ୟନେଇ ଆଲୋଚନା କରିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version