ଜିଲ୍ଲା ବିଜେପି ଯୁବମୋର୍ଚା ପକ୍ଷରୁ ଆରକ୍ଷୀ ଅଧୀକ୍ଷକଙ୍କୁ ଦାବିପତ୍ର ପ୍ରଦାନ

ବାଲେଶ୍ୱରରେ ଦିନକୁ ଦିନ ଆଇନ୍ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡିଥିବା ବେଳେ ଏହାର ନିୟନ୍ତ୍ରଣ ନେଇ ବିଜେପି ଯୁବମୋର୍ଚା ପକ୍ଷରୁ ଆରକ୍ଷୀ ଅଧୀକ୍ଷକଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି।

ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ସଭାପତି ରାଜେଶ୍ ମହାପାତ୍ରଙ୍କ ଅଧ୍ୟକ୍ଷତାରେ, ଉପସଭାପତି ସୁବୋଧ ଚନ୍ଦ୍ର ପଣ୍ଡା, ସମ୍ପାଦକ ନାରାୟଣ ମହନ୍ତ ଓ ଅନ୍ୟ ଯୁବ ମୋର୍ଚ୍ଚାର କର୍ମକର୍ତ୍ତା ଉପସ୍ଥିତ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version