ଜିଲ୍ଲା ମଙ୍ଗଳ ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ଆଜି ନିଧିପଡା ସେବାଶ୍ରମ ପ୍ରଧାନ ସେବକଙ୍କ ବଦଳି ବାତିଲ ଦାବିନେଇ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗର କାର୍ଯ୍ୟରତ ଶିକ୍ଷକ ଓ ଶିକ୍ଷୟତ୍ରୀଙ୍କ ଦ୍ୱାରା ଜିଲ୍ଲା ମଙ୍ଗଳ ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଥିଲା

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes