ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗର ଶିକ୍ଷିତ ପିଅନଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ମୟୂରଭଞ୍ଜ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗରେ ଶିକ୍ଷିତ ପିଅନ ଭାବେ କାର୍ଯ୍ୟ କରୁଥିବା ସନ୍ତୋଷ କୁମାର ଜେନାଙ୍କର କାର୍ଯ୍ୟକାଳ ଶେଷ ହୋଇଛି।

ତାଙ୍କର ଶେଷ କାର୍ଯ୍ୟ ଦିବସରେ ଜିଲ୍ଲା କାର୍ଯ୍ୟାଳୟରେ ତାଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes