ଆଜି ସିନ୍ଦୁରପଙ୍କ ସ୍ଥିତ ଜନାର୍ଦ୍ଦନ ପୂଜାରୀ ସରକାରୀ ଉଚ୍ଚ ବିଦ୍ୟାଳୟ,ସିନ୍ଦୁରପଙ୍କ ଠାରେ ଜିଲ୍ଲା ସ୍ତରୀୟ ବିଜ୍ଞାନମେଳା ଅନୁଷ୍ଠିତ ହୋଇଯାଇଛି।
ସମ୍ବଲପୁର ଜିଲ୍ଲା ଶିକ୍ଷା ଅଧିକାରୀ ମିନାରାଣୀ ମଙ୍ଗଳଙ୍କ ସଭାପତିତ୍ବରେ ଆୟୋଜିତ ଉଦ୍ଘାଟନ ଉତ୍ସବରେ ମୁଖ୍ଯ ଅତିଥି ଭାବେ ଆଞ୍ଚଳିକ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ବିକାଶ ଚନ୍ଦ୍ର ପ୍ରଧାନ ଯୋଗଦାନ କରି ବିଜ୍ଞାନ ମେଳାକୁ ଉଦ୍ଘାଟନ କରିଥିଲେ ।