ଜିଲ୍ଲା ସ୍ତରୀୟ ଯୋଗ ଶିକ୍ଷକ ପ୍ରଶିକ୍ଷଣ ଶିବିର ଉଦଯାପିତ

କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ବାଲାଜୀ ଶିଶୁ ମନ୍ଦିରରେ ଚାଲିଥିବା ଜିଲ୍ଲାସ୍ତରୀୟ ଯୋଗ ପ୍ରଶିକ୍ଷଣ ଶିବିର ଆଜି ଉଦଯାପିତ ହୋଇଯାଇଛି।

ଏଥିରେ ଆଖପାଖ ଅଞ୍ଚଳର ପ୍ରାୟ ୩୦୦ରୁ ଉର୍ଦ୍ଧ୍ବ ଶିକ୍ଷକ ଯୋଗ ଦେଇ ପ୍ରଶିକ୍ଷଣ ନେଇଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

RathaYatra 2.7