ଜୁଲାଇ ୪ ତାରିଖରୁ ଓଜେଇଇ-୨୦୨୨

ଓଜେଇଇ-୨୦୨୨ ପାଇଁ ପରୀକ୍ଷା ସୂଚୀ ପ୍ରକାଶ ପାଇଥିବା ବେଳେ
ଜୁଲାଇ ୪ ତାରିଖରୁ ପରୀକ୍ଷା ଆରମ୍ଭ ହୋଇ ୮ ତାରିଖରେ ସରିବ।

ସକାଳ ୯ଟାରୁ ପ୍ରତିଦିନ ୩ଟି ସିଫ୍ଟରେ ପରୀକ୍ଷା ହେବ। ଜୁଲାଇ ୪ରେ ୩ଟି ଯାକ ସିଫ୍ଟରେ ଲାଟେରାଲ୍ ଏଣ୍ଟ୍ରି ଡିପ୍ଲୋମା ପରୀକ୍ଷା ହେବ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version