ଜଗତସିଂହପୁର ଜିଲ୍ଲା ଢିଙ୍କିଆରେ ଜେଏସଡବ୍ଲୁ ଉତ୍କଳ ଷ୍ଟିଲ୍ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ଶିଳ୍ପମନ୍ତ୍ରୀ ସମ୍ପଦ ସ୍ଵାଇଁ ଓ ଜେଏସ୍ଡବ୍ଲ୍ୟୁ ମୁଖ୍ୟ ସଜ୍ଜନ ଜିନ୍ଦଲ୍ ଉପସ୍ଥିତ ଥିଲେ। ୬୫ ହଜାର କୋଟି ଟଙ୍କା ନିବେଶରେ JSW ଉତ୍କଳ ଷ୍ଟିଲ୍ ପ୍ଲାଣ୍ଟ ନିର୍ମାଣ କରିବାକୁ ଯାଉଛି।