ଜେଲରେ କଏଦୀଙ୍କ ମୃତ୍ୟୁ ହେଲେ କ୍ଷତିପୂରଣ ମିଳିବ

ଏଣିକି ଜେଲରେ କୌଣସି କଏଦୀଙ୍କ ମୃତ୍ୟୁ ହେଲେ ତାଙ୍କ ପରିବାରକୁ କ୍ଷତିପୂରଣ ମିଳିବ ବୋଲି ଏକ ପ୍ରସ୍ତାବକୁ ଆଜି ରାଜ୍ୟ କ୍ୟାବିନେଟରେ ଅନୁମୋଦନ ମିଳିଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes