ଜେଲରେ ଥିବା ମାନସିକ ରୋଗଗ୍ରସ୍ତଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ନିର୍ଦ୍ଦେଶ

ରାଜ୍ୟର ବିଭିନ୍ନ ଜେଲରେ ଥିବା ମାନସିକ ରୋଗଗ୍ରସ୍ତଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଇବାକୁ ଆଜି ଏକ ମାମଲାର ଶୁଣାଣି ଅବସରରେ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି l ଆବଶ୍ୟକ ହେଲେ ସ୍ୱତନ୍ତ୍ର ମନସ୍ତତ୍ତ୍ୱବିତଙ୍କୁ ଜେଲ ପଠାଇ ସ୍ୱାସ୍ଥ୍ୟ ପରୀକ୍ଷା କରିବାକୁ କୁହାଯାଇଛି l

ଏ ସମ୍ପର୍କରେ ଜୁଲାଇ 28 ତାରିଖ ମଧ୍ୟରେ ରିପୋର୍ଟ ଦାଖଲ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version