୯ ତାରିଖରେ କୋଟିଏରୁ ଊର୍ଦ୍ଧ୍ବ ହିତାଧିକାରୀଙ୍କୁ ଜୟପୁରରୁ ସୁଭଦ୍ରା ତୃତୀୟ କିସ୍ତି ଅର୍ଥ ପଠାଇବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ଫିଡ୍ବ୍ୟାକ୍ ଉପରେ ସରକାର ଗୁରୁତ୍ବ ଦେଉଛନ୍ତି। ସୁଭଦ୍ରା ଅର୍ଥ କିପରି ବ୍ୟବହାର ହେଉଛି ମତାମତ ନେବକୁ ଷ୍ଟିୟରିଂ କମିଟିରେ ନିଷ୍ପତ୍ତି ହେବ କହିଛନ୍ତି ମହିଳା ଓ ଶିଶୁ ବିକାଶ ବିଭାଗ ଅତିରିକ୍ତ ସଚିବ।