ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକ ଗିରଫ

ଆୟ ବହିର୍ଭୂ ତ ସମ୍ପତ୍ତି ଠୁଳ ଅଭିଯୋଗରେ ରାମଚନ୍ଦ୍ର ନେପାକଙ୍କୁ ଗିରଫ କଲା ଭିଜିଲାନ୍ସ ଟିମ୍।

ନେପାକଙ୍କ ଘରୁ ୧ କୋଟି ୪୩ ଲକ୍ଷ ଟଙ୍କା ଓ ଦେଢ଼ କେଜି ସୁନା ମିଳିଥିଲା।ତାଙ୍କ ବ୍ୟାଙ୍କ ଆକାଉଣ୍ଟରେ ଅଛି ୧ କୋଟି ୩୩ ଲକ୍ଷରୁ ଊର୍ଦ୍ଧ୍ବ ଟଙ୍କା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes