ଝାରସୁଗୁଡ଼ାରେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

ଝାରସୁଗୁଡ଼ାରେ ପହଞ୍ଚିଲେ ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ଏବଂ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସ୍ୱାଗତ କରିବା ପାଇଁ ପହଞ୍ଚିଛନ୍ତି। ଆଜି ଝାରସୁଗୁଡ଼ାରୁ ରାଉରକେଲା ଗସ୍ତ କରିବେ ରାଷ୍ଟ୍ରପତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes