ଝାରସୁଗୁଡ଼ା ପୋଲିସର ଏନକାଉଣ୍ଟର; ୨ ଅପରାଧୀ ଆହତ

ବେଲପାହାଡ଼ ଫାଟକରେ ମର୍ଡର ଘଟଣାରେ ସମ୍ପୃକ୍ତ ଥିବା ୨ ଅଭିଯୁକ୍ତ ସୁନୀଲ ମହାନନ୍ଦ ଓ ଚାନ୍ଦ ବନଛୋର ପୋଲିସ ଏନକାଉଣ୍ଟରରେ ଆହତ ହୋଇଛନ୍ତି।

ଉଭୟ ଅପରାଧୀଙ୍କ ନାଁରେ ସମ୍ବଲପୁର ଓ ବୁର୍ଲାରେ ରହିଛି ଏକାଧିକ ମାମଲା। ଝାରସୁଗୁଡ଼ା ଡିଏଚ୍‌ଏସରେ ଉଭୟ ଅପରାଧୀଙ୍କୁ ଭର୍ତ୍ତି କରିଛି ପୋଲିସ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes